CRISIS
INDIA
ODISHA
ରାସ୍ତାରେ ୫୦ଟଙ୍କା ପକାଇ ଲକ୍ଷେ ନେଇଗଲେ ଦୁର୍ବୃତ୍ତ: ହତାଶ ହୋଇ ଫେରିଲେ ବିପିନ
ବାଣପୁର,୨୮ା୧୧(ଦିଲୀପ କୁମାର ସ୍ବାଇଁ):ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ଭୀମପୁର ଗ୍ରାମର ବିପିନ ବିହାରୀ ଦାଶ ଶୁକ୍ରବାର ସ୍ଥାନୀୟ ବଜାରରେ ଥିବା ୟୁକୋ ବ୍ୟାଙ୍କରୁ ୧ଲକ୍ଷ ଟଙ୍କା ଉଠାଇଥିଲେ। ଏହା ପରେ ସେ ଏକ ଜରି ବ୍ୟାଗରେ ଉକ୍ତ ଟଙ୍କା ରଖି ସାଇକେଲରେ ଓହଳାଇ ଘରକୁ ଯାଉଥିଲେ। ବଜାର ମଝି